Exodus 25:34 — Compare Translations

5 translations compared side by side

Odia - 1840
"ଦୀପ ବୃକ୍ଷ ରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର ଓ କଳିକା ପୁଷ୍ପ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ କଳିକା ଓ ପୁଷ୍ପ ରହିବ;
Odia Bible ERV 2004 (ପବିତ୍ର ବାଇବଲ)
ଦୀପ ବୃକ୍ଷରେ ବାଦାମ ପୁଷ୍ପାକୃତି ଗ୍ଭରି ଗୋଲାଧାର ଓ କଳିକା ପୁଷ୍ପ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୀପବୃକ୍ଷରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;