Exodus 25:35 — Compare Translations

5 translations compared side by side

Odia - 1840
"ସହେି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ହବେ ସମାନଙ୍କେ ଏକ ଶାଖା ଦ୍ବଯର ଏକ କଳିକା ଓ ଅନ୍ୟ ଶାଖା ଦ୍ବଯର ତଳେ ଏକ କଳିକା ଓ ଅନ୍ୟତର ଶାଖା ଦ୍ବଯର ତଳେ ଏକ କଳିକା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ହେବ ସେମାନଙ୍କ ଏକ ଶାଖା ଦ୍ୱୟର ଏକ କଳିକା ଓ ଅନ୍ୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖା ଦ୍ୱୟର ତଳେ ଏକ କଳିକା ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖା ଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖା ଦ୍ୱୟର ତଳେ ଏକ କଳିକା ରହିବ।