Exodus 25:39 — Compare Translations

5 translations compared side by side

Odia - 1840
"ଏହି ଦୀପରୂଖା ଓ ତହିଁର ସାମଗ୍ରୀ ଏକ ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ରେ ତିଆରି ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ମହଣ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୀପରୁଖା ଓ ତହିଁର ସାମଗ୍ରୀ ଏକ ତାଳନ୍ତ ଶୁଦ୍ଧ ସୁବର୍ଣ୍ଣରେ ତିଆରି ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।