Exodus 25:40 — Compare Translations
5 translations compared side by side
Odia - 1840
"ନିଶ୍ଚିତ ହୁଅ ଯେ, ନିର୍ଦ୍ଦେଶ ମୁତାବକ ଆସବାବ ପତ୍ରଗୁଡିକ ତିଆରି କରୁଛ। ଯାହା କି ମୁଁ ତୁମ୍ଭକୁ ପର୍ବତ ଉପରେ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେ ଯେ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସବୁ କର।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚିତ ହୁଅ ଯେ, ନିର୍ଦ୍ଦେଶ ମୁତାବକ ଆସବାବପତ୍ରଗୁଡ଼ିକ ତିଆରି କରୁଛ। ଯାହାକି ମୁଁ ତୁମ୍ଭକୁ ପର୍ବତ ଉପରେ ଦେଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।
Odia IRV 2017 (ଓଡିଆ ବାଇବେଲ)
ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।