Exodus 25:7 — Compare Translations
5 translations compared side by side
Odia - 1840
"ଏଫୋଦ୍ ଓ ବୁକୁପଟା ରେ ଏହା ଲଗାଇବା ନିମନ୍ତେ ଗୋମଦେକମଣି ଓ ଅଳଙ୍କାରସବୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏଫୋଦଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।