Exodus 25:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁ ପରମେଶ୍ୱର ଏହା ମଧ୍ୟ କହିଲେ, “ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।