Exodus 25:9 — Compare Translations
5 translations compared side by side
Odia - 1840
"ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର। ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦଖାଇବୋ ସହେି ଅନୁସାରେ ତୁମ୍ଭମାନେେ ସବୁ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା ସେହି ଅନୁସାରେ ତୁମ୍ଭେମାନେ ସବୁ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।