Exodus 26:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ପବିତ୍ର ତମ୍ବୁଟି ମାଟେ ନାଇଲନ ସୂତାର ଦଶଟି କପଡା ରେ ନିର୍ମିତ ହବେ। ସହେି କପଡା ସବୁ ନୀଳ, ବାଇଗଣୀ ଓ ଲାଲ ସୂତା ରେ ନିର୍ମିତ ହବେ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲଇେ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ।