Exodus 26:10 — Compare Translations

5 translations compared side by side

Odia - 1840
"ୟୋଡ ସ୍ଥାନ ରେ ପ୍ରଥମ ଅନ୍ୟ କପଡା ଧଡି ରେ ପଚାଶ ଘୁଣ୍ଡିଘରା କରିବ। ଦ୍ବିତୀୟ କପଡା ବିଭାଗର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଡ଼ ସ୍ଥାନରେ ପ୍ରଥମ ଅନ୍ୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଦ୍ୱିତୀୟ କପଡ଼ା ବିଭାଗର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।