Exodus 26:11 — Compare Translations

5 translations compared side by side

Odia - 1840
"ଏହାପରେ ପିତ୍ତଳର ପାଚାଶଟି କଡା ତିଆରି କର ଏବଂ ସହେି ତମ୍ବୁର ବସ୍ତ୍ର ସହିତ ଏହି କଡାଗୁଡିକୁ ୟୋଡି ଦିଅ, ଏହା ଗୋଟିଏ ତମ୍ବୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପିତ୍ତଳର ପଚାଶ ଘୁଣ୍ତି କରି ସେହି ଘୁଣ୍ତିଘରାରେ ପ୍ରବେଶ କରାଇ ତମ୍ଵୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ଵୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପିତ୍ତଳର ପଗ୍ଭ‌ଶ୍‌ଟି କଡ଼ା ତିଆରି କର ଏବଂ ସେହି ତମ୍ବୁର ବସ୍ତ୍ର ସହିତ ଏହି କଡ଼ାଗୁଡ଼ିକୁ ଯୋଡ଼ି ଦିଅ, ଏହା ଗୋଟିଏ ତମ୍ବୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।