Exodus 26:12 — Compare Translations
5 translations compared side by side
Odia - 1840
"ସହେି ତମ୍ବୁ କପଡା ରେ ଅତିରିକ୍ତ ଅଂଶ ଅର୍ଥାତ୍ ଯେଉଁ ଅର୍ଦ୍ଧକେ କପଡା ଅତିରିକ୍ତ ଥିବ, ତାହା ପବିତ୍ର ତମୁ୍ବର ପଛ ପାଖ ରେ ଏହଳି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ତମ୍ଵୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ଵରେ ଓହଳି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତମ୍ବୁ କପଡ଼ାରେ ଅତିରିକ୍ତ ଅଂଶ ଅର୍ଥାତ୍ ଯେଉଁ ଅର୍ଦ୍ଧେକ କପଡ଼ା ଅତିରିକ୍ତ ଥିବ, ତାହା ପବିତ୍ର ତମ୍ବୁର ପଛ ପାଖରେ ଓହଳି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।
Odia IRV 2017 (ଓଡିଆ ବାଇବେଲ)
ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।