Exodus 26:14 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷଚର୍ମରେ ତମ୍ଵୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକଚର୍ମରେ ଏକ ଛାତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।