Exodus 26:15 — Compare Translations
5 translations compared side by side
Odia - 1840
"ପବିତ୍ର ତମ୍ବୁର ତକ୍ତା ଶିଟୀମ୍ କାଠ ରେ ତିଆରି ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପବିତ୍ର ତମ୍ବୁର ତକ୍ତା ଶିଟୀମ୍ କାଠରେ ତିଆରି ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।