Exodus 26:16 — Compare Translations

5 translations compared side by side

Odia - 1840
"ସହେି ପଟାଗୁଡିକ ଦଶହାତ ଲମ୍ବ ଦେଢହାତ ଚଉଡା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଟାଗୁଡ଼ିକ ଦଶ ହାତ ଲମ୍ବ, ଦେଢ଼ ହାତ ଚଉଡ଼ା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
Odia IRV 2017 (ଓଡିଆ ବାଇବେଲ)
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।