Exodus 26:17 — Compare Translations

5 translations compared side by side

Odia - 1840
"ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ବାରା ୟୋଡି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡିକ ସମାନ ଆକାରର ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ୱାରା ଯୋଡ଼ି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡ଼ିକ ସମାନ ଆକାରର ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।