Exodus 26:18 — Compare Translations

5 translations compared side by side

Odia - 1840
"ପବିତ୍ର ତମ୍ବୁ ତିଆରି କରିବାପାଇଁ ଦକ୍ଷିଣ ଦିଗ ରେ କୋଡିଏଟି କାଠର ତକ୍ତା ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆବାସ ନିମନ୍ତେ ଯେ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁ ତିଆରି କରିବା ପାଇଁ ଦକ୍ଷିଣ ଦିଗରେ କୋଡ଼ିଏଟି କାଠର ତକ୍ତା ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆବାସ ନିମନ୍ତେ ଯେଉଁ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।