Exodus 26:2 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ କପଡା ଖଣ୍ଡମାନ ସମାନ ଆକୃତି ବିଶିଷ୍ଟ ହବେ। ପ୍ରେତ୍ୟକକ କପଡା ଅଠଇେଶ ହାତ ଲମ୍ବ ଚାରିହାତ ପ୍ରସ୍ଥ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କପଡ଼ା ଖଣ୍ଡମାନ ସମାନ ଆକୃତି ବିଶିଷ୍ଟ ହେବ। ପ୍ରତ୍ୟେକ କପଡ଼ା ଅଠେଇଶ ହାତ ଲମ୍ବ ଗ୍ଭରି ହାତ ପ୍ରସ୍ଥ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।