Exodus 26:20 — Compare Translations

5 translations compared side by side

Odia - 1840
"ପୁଣି ପବିତ୍ର ତମ୍ବୁର ଅନ୍ୟ ପାଶର୍‌ବ ରେ ଉତ୍ତର ଦିଗ ରେ କୋଡିଏ ପଟା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପବିତ୍ର ତମ୍ବୁର ଅନ୍ୟ ପାର୍ଶ୍ୱରେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।