Exodus 26:21 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ତକ୍ତା ତଳେ ଦୁଇଟି ଆଧାର ରହିବ। ଏହିପରି ରୂପାର ଚାଳିଶଟି ଆଧାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଆଧାର ରହିବ। ଏହିପରି ରୂପାର ଗ୍ଭଳିଶ୍ଟି ଆଧାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
Odia IRV 2017 (ଓଡିଆ ବାଇବେଲ)
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।