Exodus 26:23 — Compare Translations

5 translations compared side by side

Odia - 1840
"ପବିତ୍ର ତମ୍ବୁର ସହେି ପଛପଟେ ପ୍ରେତ୍ୟକକ ପାଖ କୋଣ ରେ ଦୁଇଖଣ୍ଡ ତକ୍ତା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ସେହି ପଶ୍ଚାଦ୍ଭାଗର ଦୁଇ କୋଣରେ ଦୁଇ ଖଣ୍ତ ପଟା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ସେହି ପଛପଟେ ପ୍ରତ୍ୟେକ ପାଖ କୋଣରେ ଦୁଇଖଣ୍ଡ ତକ୍ତା ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର ସେହି ପଶ୍ଚାଦ୍‍ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।