Exodus 26:24 — Compare Translations

5 translations compared side by side

Odia - 1840
"ତହିଁ ତଳେ ୟୋଡ ହବେ ଓ ସହେିପରି ତହିଁ ମୁଣ୍ଡ ରେ ପ୍ରଥମ କଡା ନିକଟରେ ୟୋଡ ହବେ, ଏହିପରି ଦୁଇଥର ହବେ। ତାହା ସବୁ ଦୁଇ କଣ ନିମନ୍ତେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁ ତଳେ ଯୋଡ଼ ହେବ ଓ ସେହି ରୂପେ ତହିଁ ମୁଣ୍ତରେ ପ୍ରଥମ କଡ଼ା ନିକଟରେ ଯୋଡ଼ା ହେବ; ଏହିରୂପେ ଦୁଇରେ ହେବ; ତାହାସବୁ ଦୁଇ କୋଣ ନିମନ୍ତେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ତଳେ ଯୋଡ଼ ହେବ ଓ ସେହିପରି ତହିଁ ମୁଣ୍ଡରେ ପ୍ରଥମ କଡ଼ା ନିକଟରେ ଯୋଡ଼ ହେବ, ଏହିପରି ଦୁଇଥର ହେବ। ତାହା ସବୁ ଦୁଇ କୋଣ ନିମନ୍ତେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
Odia IRV 2017 (ଓଡିଆ ବାଇବେଲ)
ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।