Exodus 26:25 — Compare Translations
5 translations compared side by side
Odia - 1840
"ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମାଟେ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରେ ୗପ୍ୟ ଆଧାର ହବେ, ଦୁଇଟି ଆଧାର ପ୍ରେତ୍ୟକକ ତକ୍ତା ତଳେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତହିଁର ପଟା ଆଠ ଖଣ୍ତ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମୋଟ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରୌପ୍ୟ ଆଧାର ହେବ, ଦୁଇଟି ଆଧାର ପ୍ରତ୍ୟେକ ତକ୍ତା ତଳେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।