Exodus 26:28 — Compare Translations

5 translations compared side by side

Odia - 1840
"ପୁଣି ମଧ୍ଯସ୍ଥିତ ଅର୍ଗଳ ପଟାର ମଧ୍ଯ ଦେଶ ରେ ଏ ମୁଣ୍ଡରୁ ସେ ମୁଣ୍ଡ ୟାଏଁ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ତରୁ ସେ ମୁଣ୍ତ ଯାଏ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟ ଦେଶରେ ଏ ମୁଣ୍ଡରୁ ସେ ମୁଣ୍ଡ ଯାଏ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେ ମୁଣ୍ଡ ଯାଏ ପାଇବ।