Exodus 26:29 — Compare Translations

5 translations compared side by side

Odia - 1840
"ସବୁ ଢାଞ୍ଚାଗୁଡିକୁ ଓ ଖିଲକୁ ଧରି ରଖୁଥିବା ଢାଞ୍ଚାକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣ ରେ କଡା ତିଆରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ସବୁ ଢାଞ୍ଚାଗୁଡ଼ିକୁ ଓ ଖିଲକୁ ଧରି ରଖୁଥିବା ଢାଞ୍ଚାକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣରେ କଡ଼ା ତିଆରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।