Exodus 26:3 — Compare Translations
5 translations compared side by side
Odia - 1840
"ଦୁଇଭାଗ କରି କପଡାଗୁଡିକ ଗଣ୍ଠିଲି ରେ ଏକତ୍ରୀତ କର। ପ୍ରେତ୍ୟକକ ଗଣ୍ଠିଲି ରେ ପାଞ୍ଚଖଣ୍ଡ କପଡା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ୟୋଡିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଭାଗ କରି କପଡ଼ାଗୁଡ଼ିକ ଗଣ୍ଠିଲିରେ ଏକତ୍ରିତ କର। ପ୍ରତ୍ୟେକ ଗଣ୍ଠିଲିରେ ପାଞ୍ଚ ଖଣ୍ଡ କପଡ଼ା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ଯୋଡ଼ିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।