Exodus 26:30 — Compare Translations
5 translations compared side by side
Odia - 1840
"ମୁଁ ପର୍ବତ ଉପରେ ଦଖାଇେଥିବା ଯୋଜନା ଅନୁସାରେ ପବିତ୍ର ତମ୍ବୁଟିକୁ ତିଆରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପର୍ବତ ଉପରେ ଦେଖାଇଥିବା ଯୋଜନା ଅନୁସାରେ ପବିତ୍ର ତମ୍ବୁଟିକୁ ତିଆରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।