Exodus 26:31 — Compare Translations

5 translations compared side by side

Odia - 1840
"ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ର ରେ ଏକ ପରଦା ପ୍ରସ୍ତୁତ କରିବ। ସେଥି ରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ଅନ୍ତରାଳେ “ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ରରେ ଏକ ପରଦା ପ୍ରସ୍ତୁତ କରିବ। ସେଥିରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।