Exodus 26:32 — Compare Translations
5 translations compared side by side
Odia - 1840
"ତୁମ୍ଭେ ସହେି ପରଦାକୁ ଶିଟୀମ୍ କାଠର ଚାରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କୁଡା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ଵର୍ଣ୍ଣର ଆଙ୍କଡ଼ାସବୁ ବସାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ପରଦାକୁ ଶିଟୀମ୍ କାଠର ଗ୍ଭରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କଡ଼ା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।