Exodus 26:33 — Compare Translations

5 translations compared side by side

Odia - 1840
"ସୁବର୍ଣ୍ଣ କଡା ରେ ସହେି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟ ନିଯମ-ସିନ୍ଦୁକ ରଖ। ସହେି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଘୁଣ୍ତିସବୁର ତଳେ ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣ କଡ଼ାରେ ସେହି ପରଦା ଟାଙ୍ଗି ଦିଅ। ତା’ପରେ ପରଦାର ପଛପଟେ ନିୟମ-ସିନ୍ଦୁକ ରଖ। ସେହି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।