Exodus 26:34 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଯମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତ ରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିୟମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।