Exodus 26:36 — Compare Translations

5 translations compared side by side

Odia - 1840
"ପବିତ୍ର ତମ୍ବୁର ଦ୍ବାର ନିମନ୍ତେ ଏକ ନୀଳ ପରଦା ପ୍ରସ୍ତୁତ କର। ଏହା ଧୁମ୍ର ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତା ରେ ବୁଣାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନବସ୍ତ୍ର ପ୍ରସ୍ତୁତ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁର ଦ୍ୱାର “ପବିତ୍ର ତମ୍ବୁର ଦ୍ୱାର ନିମନ୍ତେ ଏକ ନୀଳ ପରଦା ପ୍ରସ୍ତୁତ କର। ଏହା ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମ ସୂତାରେ ବୁଣାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।