Exodus 26:4 — Compare Translations

5 translations compared side by side

Odia - 1840
"ଉଭୟ ପ୍ରକାର ପରଦାଗୁଡିକର ଧଡି ଝାଲରେି କାର୍ୟ୍ଯ ପାଇଁ ନୀଳ ବସ୍ତ୍ର ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କରିବ ଓ ଯୋଡ଼ ସ୍ଥାନରେ ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଉଭୟ ପ୍ରକାର ପରଦା ଗୁଡ଼ିକର ଧଡ଼ି ଝାଲେରି କାର୍ଯ୍ୟ ପାଇଁ ନୀଳ ବସ୍ତ୍ର ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।