Exodus 26:5 — Compare Translations
5 translations compared side by side
Odia - 1840
"ପ୍ରଥମ କପଡା ଧଡି ରେ ପଚାଶ ଘୁଣ୍ଡିଘରା କରିବ। ୟୋଡ ସ୍ଥାନର ଦ୍ବିତୀୟ କପଡା ଧଡ଼ି ରେ ପଚାଶ ଘୁଣ୍ଡିଘରା କରିବ। ସହେି ଦୁଇ ଘୁଣ୍ଡିଘରା ଶ୍ ରଣେୀ ପରସ୍ପର ସମ୍ମୁଖୀନ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ; ସେହି ଦୁଇ ଘୁଣ୍ତିଘରା-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଯୋଡ଼ ସ୍ଥାନର ଦ୍ୱିତୀୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ସେହି ଦୁଇ ଘୁଣ୍ଡିଘରା ଶ୍ରେଣୀରେ ପରସ୍ପର ସମ୍ମୁଖୀନ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।