Exodus 26:7 — Compare Translations

5 translations compared side by side

Odia - 1840
"ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡାଇ ରହିବ। ତମ୍ବୁଟି କରିବା ପାଇଁ ଛଳେିର ଚମଡା ରେ ନିର୍ମିତ ହାଇେଥିବା ଏଗାରଟି ପରଦା ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଏକ ତମ୍ବୁ ତିଆରି କର ଯାହାକି ଏହି ପବିତ୍ର ଆବାସକୁ ଘୋଡ଼ାଇ ରହିବ। ତମ୍ବୁଟି କରିବା ପାଇଁ ଛେଳିର ଚମଡ଼ାରେ ନିର୍ମିତ ହୋଇଥିବା ଏଗାରଟି ପରଦା ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।