Exodus 26:8 — Compare Translations

5 translations compared side by side

Odia - 1840
"ଏହି ଏଗାର ଖଣ୍ଡ କପଡା ଏକ ପ୍ରକାର ଆକାର ବିଶିଷ୍ଟ ହବୋ ଉଚିତ୍। ଏହାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଏଗାର ଖଣ୍ଡ କପଡ଼ା ଏକ ପ୍ରକାର ଆକାର ବିଶିଷ୍ଟ ହେବା ଉଚିତ୍। ଏହାର ଲମ୍ବ ତିରିଶ୍ ହାତ ଓ ପ୍ରସ୍ଥ ଗ୍ଭରି ହାତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।