Exodus 26:9 — Compare Translations

5 translations compared side by side

Odia - 1840
"ପାଞ୍ଚଖଣ୍ଡ କପଡା ଏକତ୍ର କରି ଗୋଟିଏ ବିଭାଗ କର। ଏହାପରେ ଅନ୍ୟ ଛଅଖଣ୍ଡ କପଡା ୟୋଡି ଆଉ ଏକ ବିଭାଗ କର। ତମ୍ବୁ ସାମନା ରେ ଟାଙ୍ଗିବା ପାଇଁ ଷଷ୍ଠ ଖଣ୍ଡ କପଡାଟିକୁ ଭାଙ୍ଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ଵୁ ସମ୍ମୁଖରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପାଞ୍ଚ ଖଣ୍ଡ କପଡ଼ା ଏକତ୍ର କରି ଗୋଟିଏ ବିଭାଗ କର। ଏହା ପରେ ଅନ୍ୟ ଛଅ ଖଣ୍ଡ କପଡ଼ା ଯୋଡ଼ି ଆଉ ଏକ ବିଭାଗ କର। ତମ୍ବୁ ସାମନାରେ ଟାଙ୍ଗିବା ପାଇଁ ଷଷ୍ଠ ଖଣ୍ଡ କପଡ଼ାଟିକୁ ଭାଙ୍ଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।