Exodus 27:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହୋମ ନୈବେଦ୍ୟ ନିମନ୍ତେ ଯଜ୍ଞବେଦି ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏକ ଯଜ୍ଞବେଦି ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ୟବହାର କର। ଏହା ଏକ ବର୍ଗ କ୍ଷେତ୍ର ହେବା ଉଚିତ୍। ଏହାର ଦୈର୍ଘ୍ୟ ଓ ପ୍ରସ୍ଥ ପାଞ୍ଚ ହାତ ଲେଖାଏଁ ହେବା ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।