Exodus 27:10 — Compare Translations

5 translations compared side by side

Odia - 1840
"ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।