Exodus 27:11 — Compare Translations
5 translations compared side by side
Odia - 1840
"ତମ୍ବୁର ଉତ୍ତର ପାଶର୍ବ ରେ ଶ ହେ ହାତ ଲମ୍ବ ପରଦା ହବେ ଓ ତାହାର କୋଡିଏ ସ୍ତମ୍ଭ ଓ କୋଡିଏ ଚୁଙ୍ଗୀ ପିତ୍ତଳର ହବେ। ଏବଂ ସ୍ତମ୍ଭର ଆଙ୍କଡା ଛୁଞ୍ଚିଆ ରୂପାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତମ୍ବୁର ଉତ୍ତର ପାର୍ଶ୍ୱରେ ଶହେ ହାତ ଲମ୍ବ ପରଦା ହେବ ଓ ତାହାର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ଏବଂ ସ୍ତମ୍ଭର ଆଙ୍କଡ଼ା ଛୁଞ୍ଚିଆ ରୂପାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
Odia IRV 2017 (ଓଡିଆ ବାଇବେଲ)
ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକଶତ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।