Exodus 27:12 — Compare Translations
5 translations compared side by side
Odia - 1840
"ଆଉ ପଶ୍ଚିମ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଗ୍ଭଶ୍ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।