Exodus 27:13 — Compare Translations

5 translations compared side by side

Odia - 1840
"ପୂର୍ବ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ପଚାଶ ହାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥତା ପଗ୍ଭଶ୍ ହାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।