Exodus 27:15 — Compare Translations

5 translations compared side by side

Odia - 1840
"ଅନ୍ୟ ପଶର୍‌ବ ରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅନ୍ୟ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ପାର୍ଶ୍ୱରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।