Exodus 27:16 — Compare Translations

5 translations compared side by side

Odia - 1840
"ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରାଙ୍ଗଣର ପ୍ରବେଶ ପଥ ନିମନ୍ତେ ପରଦାଟି କୋଡ଼ିଏ ହାତ ଲମ୍ବ ହେବା ଉଚିତ୍। ସେହି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତାରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତାରେ ଶିଳ୍ପକର୍ମ ହୋଇଥିବ। ଏବଂ ଏହାର ଗ୍ଭରୋଟି ସ୍ତମ୍ଭ ଓ ଗ୍ଭରୋଟି ଆଧାର ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମ ବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।