Exodus 27:17 — Compare Translations

5 translations compared side by side

Odia - 1840
"ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତା’ର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।