Exodus 27:18 — Compare Translations
5 translations compared side by side
Odia - 1840
"ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଚାଶ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହବେ। ସହେି ଶୁଭ୍ର କ୍ଷୋମସୂତ୍ର ରେ ପ୍ରସ୍ତୁତ ହବୋ ସହିତ କଂସାର ଆଧାର ରହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଗ୍ଭଶ୍ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହେବ। ସେହି ଶୁଭ୍ର କ୍ଷୋମସୂତ୍ରରେ ପ୍ରସ୍ତୁତ ହେବା ସହିତ କଂସାର ଆଧାର ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।