Exodus 27:19 — Compare Translations

5 translations compared side by side

Odia - 1840
"ଆଉ ପବିତ୍ର ତମ୍ବୁର ସମୁଦାଯ କାର୍ୟ୍ଯ ସମ୍ବନ୍ଧୀଯ ସାମଗ୍ରୀ ଓ ପ୍ରଙ୍ଗଣର ସମସ୍ତ ଖିଲ କଂସାର ନିର୍ମିତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ଵନ୍ଧୀୟ ପାତ୍ର ଓ ମେଖ ଓ ପ୍ରାଙ୍ଗଣର ସମସ୍ତ ମେଖ ପିତ୍ତଳର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପବିତ୍ର ତମ୍ବୁର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ସାମଗ୍ରୀ ଓ ପ୍ରାଙ୍ଗଣର ସମସ୍ତ ଖିଲ କଂସାରେ ନିର୍ମିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।