Exodus 27:2 — Compare Translations

5 translations compared side by side

Odia - 1840
"ବଦେୀର ଚାରିକଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡିକ ବଦେୀର ଏକ ଅଂଶ ହବୋ ଉଚିତ୍। ଏହା କଂସା ରେ ଆଚ୍ଛାଦିତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ବେଦିର ଗ୍ଭରିକୋଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡ଼ିକ ବେଦିର ଏକ ଅଂଶ ହେବା ଉଚିତ୍। ଏହା କଂସାରେ ଆଚ୍ଛାଦିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।