Exodus 27:20 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଇଶ୍ରାୟେଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପଷୋ ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଦୀପ ପାଇଁ ତୈଳ “ବର୍ତ୍ତମାନ ଇସ୍ରାଏଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପେଷା ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ ସନ୍ତାନଗଣଙ୍କୁ ଆଜ୍ଞା ଦେବ।