Exodus 27:21 — Compare Translations
5 translations compared side by side
Odia - 1840
"ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଓ ତା’ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।