Exodus 27:3 — Compare Translations

5 translations compared side by side

Odia - 1840
"ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଚାମୁଚ ଏବଂ କରଇେ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳ ରେ ପ୍ରସ୍ତୁତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଗ୍ଭମୁଚ ଏବଂ କରେଇ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।